ପ୍ରେମ ହେଉଛି ଶାସତ୍ବ , ଚିରନ୍ତନ, ଅମର । ପ୍ରେମର କୌଣସି ସଂଜ୍ଞା ନାହିଁ କିନ୍ତୁ ଆଜିର ପ୍ରେମ ଏବଂ ପୂରାତନ ପ୍ରେମ ମଧ୍ୟରେ ରହିଛି ଅନେକ ପାର୍ଥକ୍ୟ , ଅନେକ ଫରକ୍ । ପ୍ରେମ ଭଳି ଏକ ପବିତ୍ର ଶବ୍ଦ ଆଜିର ସମାଜରେ ତାର ସଂଜ୍ଞା ତାର ମହତ୍ବକୁ ହରାଇ ବସିଲାଣି । ଆମ ସମାଜରେ ପ୍ରତିଦିନ ପ୍ରେମକୁ ନେଇ ବହୁତ ନିନ୍ଦନୀୟ ଘଟଣା ତଥା ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସୁଛି । ତେବେ ପ୍ରକୃତରେ କହିବାକୁ ଗଲେ ଆଜି କାଲିର ପ୍ରେମ ହେଉଛି ପ୍ରେମ ନାଁର ଗୋଟିଏ ଗୋଟିଏ କଳଙ୍କ ପାଲଟି ଗଲାଣି । ଆଉ ଏସବୁରୁ ଫାଇଦା ଉଠାଉଛନ୍ତି କିଛି ଅସାମାଜିକ ଲୋକ ମାନେ ଯାହା କି ହେଉଛି ଅତ୍ୟନ୍ତ ବିଡମ୍ବନାର ବିଷୟ ଅଟେ ।
ଆଉ ଏହି ପ୍ରେମ ଏମିତି ଏକ ଜିନିଷ ଯେଉଁଠି ଜଣେ ନିଜ ଜୀବନକୁ ମଧ୍ୟ ବାଜି ଲଗାଇବା ପାଇଁ ପ୍ରସ୍ତୁତ ଥାଏ। ପ୍ରେମର ବାସ୍ନାରେ ଆନ୍ଦୋଳିତ ହୋଇ ବହୁ ପ୍ରେମୀଯୁଗଳ ସମାଜ ଠାରୁ ବହୁ ଦୂରକୁ ଚାଲି ଯାଇଥାଆନ୍ତି । ପ୍ରେମରେ ଥାଏ କେବଳ ତ୍ୟାଗ ହିଁ ତ୍ୟାଗ ଆଉ ଏଥିରେ ବେଳେବେଳେ ଭୁଲ୍ ନିଷ୍ପତ୍ତିର ମଧ୍ୟ ଶିକାର ହୋଇଥାନ୍ତି ପ୍ରେମୀଯୁଗଳ ।
କିନ୍ତୁ ଆଜିକାଲିର ପ୍ରେମକୁ ଯୁବପିଢିମାନେ ବଜାରର ଶସ୍ତା ମାଲ୍ ବୋଲି ଭାବି ନେଇଛନ୍ତି।ଯେଉଁଥିପାଇଁ ସେମାନେ ପ୍ରତି ପାହାଚରେ ଅପଦସ୍ଥ ହେଉଛନ୍ତି ଏବଂ ଶେଷରେ ଅପମାନ ଜନିତ ସ୍ଥିତି ମଧ୍ୟ ସୃଷ୍ଟି ହେଉଛି। ପ୍ରେମ ଭଳି ଏକ ପବିତ୍ର ଏବଂ ସୁନ୍ଦର୍ ସମ୍ପର୍କ କୁ ଆଜିକାଲିର ଯୁବପୀଢ଼ି ମାନେ ଅଧିକାଂଶ କ୍ଷେତ୍ରରେ କେବଳ କାମନା ଓ ବାସନା କୁ ପରିପୂର୍ଣ୍ଣ କରିବା ଅର୍ଥାତ୍ ଦୈହିକ ସମ୍ପର୍କ ଭାବେ ହିଁ ବିବେଚନା କରୁଛନ୍ତି ।
ନିଜସ୍ଵ ସ୍ବାର୍ଥ ହାସଲ ପରେ ପ୍ରେମିକ ପ୍ରେମିକା ପରସ୍ପରକୁ ଧୋକା ଦେଉଛନ୍ତି।ଯାହା ଦ୍ୱାରା ଅନେକ ଜୀବନ ଅସମୟରେ ହାନି ହେଉଛି। ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରେ ସେହିଭଳି ଗୋଟିଏ ଭିଡିଓ ଭାଇରାଲ ହେବାରେ ଲାଗିଛି । ଯେଉଁଥିରେ ଦେଖିବାକୁ ମିଳିଛି ଯେ ,
ଦୁଇ ପ୍ରେମୀ ଜଙ୍ଗଲ ରେ ବୁଲିବାକୁ ଆସି ଶାରିରୀକ ସମ୍ପର୍କ ରଖିବା ସମୟରେ ଧରା ପଡ଼ିଲେ। ମାତ୍ର ତାଙ୍କ ସହିତ ଏପରି ଘଟଣା ଘଟିଲା କି ସେହିମାନେ ସେହି ଜଙ୍ଗଲ ରେ ଶାରିରୀକ ସମ୍ପର୍କ ରଖିବା ସମୟରେ ସେହି ଅଞ୍ଚଳ ର ଲୋକ ଆସି ତାଙ୍କୁ ଧରିନେଲେ। ଆଉ ତାଙ୍କ ସହିତ ଦୁର୍ବ୍ୟବହାର ମଧ୍ୟ କଲେ। ଝିଅ ଏବଂ ପୁଅ ସହିତ ସେହି ବ୍ୟକ୍ତି ମାନେ ଖରାପ ବ୍ୟବହାର କରିବା ସହିତ ତାଙ୍କ ଭିଡିଓ କରି ସୋସିଆଲ ମିଡ଼ିଆ ରେ ଭାଇରାଲ୍ କରିଥିଲେ।
ଏହି ଭିଡିଓ ରେ ସେହି ଝିଅ ଏହି ଲୋକ ମାନଙ୍କୁ ଅନୁରୋଧ କରୁଥିଲା କି ତାଙ୍କର ଭିଡିଓ ସୋସିଆଲ ମିଡ଼ିଆ ଭାଇରାଲ୍ ନ କରିବାକୁ। କାରଣ ଏହି ଲୋକ ମାନେ ପୁଅ ଏବଂ ଏହି ଝିଅ ସହିତ ବ୍ଲାକ ମେଲିଂ କରି ତାଙ୍କର ଇଜ୍ଜତ ସହିତ ଖେଳିବାକୁ ଚେଷ୍ଟା କରୁଥିଲେ। ଝିଅ ଯେତେ ଅନୁରୋଧ କଲେ ମଧ୍ୟ ସେହି ଲୋକ ମାନଙ୍କ ମଧ୍ୟରୁ ଜଣେ ଏହି ଝିଅ ର ପୋଷାକ ଟାଣି ଇଜ୍ଜତ ସହିତ ଖେଳିବାକୁ ଚେଷ୍ଟା କରୁଥିଲେ। ଏହି ଭିଡିଓ ରେ ଏହି ପରି ଅନେକ ଖରାପ ଦୃଶ୍ୟ ଦେଖିବାକୁ ମିଳିଛି।
ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।