Odisha News Portal

ଦେଖନ୍ତୁ ଭିଡ଼ିଓ : ରାତି ଅଧରେ Live ଆସି ବର୍ଷା କହିଲେ ଏମିତି….

ଓଡ଼ିଶାର ଓଡ଼ିଆ ଫିଲ୍ମ୍ ଇଣ୍ଡଷ୍ଟ୍ରି ର ଲୋକପ୍ରିୟ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଙ୍କୁ କିଏ ଅବା ନଜାଣେ। ବିଗତ କିଛି ବର୍ଷ ଧରି ଓଡ଼ିଆ ସିନେମା ଜଗତକୁ ସେ ସୁନ୍ଦର ସୁନ୍ଦର ସିନେମା ସବୁ ଦେଇ ଆସୁଛନ୍ତି। ତାଙ୍କ ଅଭିନୀତ ସିନେମା ସବୁ ସୁପରହିଟ ହୋଇଥାଏ। ତାଙ୍କର ଅଭିନୟ ର ଢାଞ୍ଚା ବେଶ୍ ନିଆରା ଜୀବନ୍ତ ଏବଂ ଆକର୍ଷଣୀୟ ଅଟେ। ସୁନ୍ଦର ଚେହେରା ସାଙ୍ଗକୁ ତାଙ୍କର ମନୋଲଭା ଆଖି ଦର୍ଶକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। ଅନେକ ସୁପର୍ ହିଟ୍ ଫିଲ୍ମ୍ ଦର୍ଶକ ମାନଙ୍କୁ ଭେଟି ଦେଇଛନ୍ତି ଏହି ଅଭିନେତ୍ରୀ।ଓଲିଉଡ ର ସୁଇଟ ଆଣ୍ଡ କ୍ୟୁଟ କୁହା ଯାଉଥିବା ଚୁଲବୁଲି, ସୁନ୍ଦରୀ ନାୟିକା ହେଉଛନ୍ତି ବର୍ଷା ପ୍ରିୟଦର୍ଶିନୀ। ତାଙ୍କ ପାଇଁ ଅନେକ ଦର୍ଶକ ଦିୱାନା ସାଜିଛନ୍ତି।

ତେବେ ଏହି ଅଭିନେତ୍ରୀ ଜଣଙ୍କ ନିଜର ଗ୍ଲାମର ପାଇଁ ଏବଂ ତାଙ୍କର ବେଶଭୂଷା ପାଇଁ ବେଶ୍ ଚର୍ଚ୍ଚିତ ରହିଥାନ୍ତି ଅଭିନୟ ଜଗତରେ। ଓଡ଼ିଆ ଫିଲ୍ମ୍ ଇଣ୍ଡଷ୍ଟ୍ରି ରେ ପାଦ ରଖିବା ପରେ ତାଙ୍କର ପ୍ରଶଂସକ ମାନଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେ ତାଙ୍କର ସୌନ୍ଦର୍ଯ୍ୟ ଏବଂ ଅଭିନୟ ପାଇଁ ଦର୍ଶକ ଙ୍କ ମନରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରି ପାରିଛନ୍ତି। ଓଡ଼ିଆ ସିନେମା ଜଗତରେ ସେ ପାଦ ଦେବା ପାଖରୁ ଓଡ଼ିଶାର ଦର୍ଶକ ମାନଙ୍କର ସେ ପାଲଟି ଯାଇଛନ୍ତି ପ୍ରଥମ ପସନ୍ଦର ଅଭିନେତ୍ରୀ। ତାଙ୍କର ଅନେକ ପ୍ରଶଂସକ ମଧ୍ୟ ରହିଛନ୍ତି।ତେବେ କିଏ ବା ତାଙ୍କୁ ଭଲ ନପାଏ।ଦୀର୍ଘ ଦିନ ଧରି ଓଡ଼ିଶାରେ ଏକ ସ୍ବତନ୍ତ୍ର ଅଭିନୟର ଛାପ ଛାଡ଼ିବାରେ ଲାଗିଛନ୍ତି ଏହି ଅଭିନେତ୍ରୀ ଜଣଙ୍କ।

ସେ ତାଙ୍କର ଅଭିନୟ ସାଙ୍ଗକୁ ମାନୋଲୋଭା ହସ ଏବଂ ଆକର୍ଷଣୀୟ ଚେହେରା ପାଇଁ ଅଧିକ ଆକର୍ଷିତ ଲାଗନ୍ତି। ତେବେ ନିକଟରେ ସେ ଏକ ଭିଡିଓ ସୁଟ କରି ଏହାକୁ ସେୟାର କରି ଛନ୍ତି। ଏଥିରେ ସେ ତାଙ୍କର ଅଗଣିତ ପ୍ରଶଂସକ ଏବଂ ଶୁଭେଚ୍ଛୁ ମାନଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି। କାରଣ ଦର୍ଶକ ମାନେ ତାଙ୍କୁ ତାଙ୍କର ସୋସିଆଲ ମିଡିଆ ଆକାଉଣ୍ଟ ରୁ ଅନେକ ସକାରାତ୍ମକ କମେଣ୍ଟ ଦେବା ସହ ଅନେକ ଭଲପାଇବା ଦେଇଛନ୍ତି। ଯାହା ବର୍ଷା ଙ୍କୁ ବହୁତ୍ ଖୁସି କରିଛି। ତେଣୁ ସେ ତାଙ୍କର ପ୍ରଶଂସକ ମାନଙ୍କୁ ହୃଦୟରୁ ପ୍ରଣାମ ଜଣାଇବା ସହ ଅନେକ ସମ୍ମାନ ଏବଂ ଧନ୍ୟବାଦ ଦେଇଛନ୍ତି।

ତାଙ୍କର ସଂଗଠନ ସମ୍ମାନିତା ପକ୍ଷରୁ ନିଆ ଯାଉଥିବା ପଦକ୍ଷେପ ଲୋକଙ୍କ ପାଖରୁ ବହୁତ ପ୍ରଶଂସା ପାଇଛି ଓ ଏହି ସଂଗଠନ ଜରିଆରେ ସେ ଲୋକଙ୍କ ସେବା କରିବାର ସୁଯୋଗ ପାଇଛନ୍ତି। ଆଗାମୀ ଦିନରେ ତାଙ୍କ ସଂଗଠନ ଅନେକ ଜନହିତକାରି, ଲୋକଙ୍କ ସେବା ପାଇଁ କାର୍ଯ୍ୟ କରିବ।ଆଉ ଏଥିପାଇଁ ସେ ସମସ୍ତଙ୍କ ଆଶିର୍ବାଦ ଏବଂ ଭଲପାଇବା ଲୋଡିଛନ୍ତି। ମହାପ୍ରଭୁ ଜଗନ୍ନାଥ ସମସ୍ତଙ୍କୁ ଭଲରେ ରଖନ୍ତୁ ବୋଲି ମଧ୍ୟ ସେ ପ୍ରାର୍ଥନା କରିଛନ୍ତି।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।