ନିଜ ବ୍ୟସ୍ତବହୁଳ ଜୀବନରୁ ସମୟ ପାଇବା ମାତ୍ରେ ସମସ୍ତେ ସୋସିଆଲ ମିଡିଆରେ ନିଜ ମନ ପସନ୍ଦର ଅଭିନେତା ଅଭିନେତ୍ରୀଙ୍କ ବାବଦରେ ଜାଣିବା ପାଇଁ ଆଗ୍ରହୀ ରହିଥାନ୍ତି। ଆପଣ ମାନେ ସିନେମା ଇଣ୍ଡଷ୍ଟ୍ରିରେ କାମ କରୁଥିବା ସବୁ ଅଭିନେତ୍ରୀ ଓ ଅଭିନେତା ମାନଙ୍କୁ ଖୁବ୍ ଭଲ ଭାବରେ ଜାଣି ଥିବେ। ତେବେ ଫ୍ୟାନସ୍ ନିଜ ନିଜ ପ୍ରିୟ କଳାକାର ମାନଙ୍କ ଅଭିନୟ ଜୀବନ ବ୍ୟକ୍ତିଗତ ଜୀବନ ବାବଦରେ ଜାଣିବା ପାଇଁ ମଧ୍ୟ ଦର୍ଶକ ମାନେ ଖୁବ୍ ଆଗ୍ରହ ପ୍ରକାଶ କରିଥାନ୍ତି। କେହି କେହି ନିଜ ପ୍ରିୟ ଅଭିନେତା ଅଭିନେତ୍ରୀ ମାନଙ୍କ ଜୀବନଶୈଳୀକୁ ଅନୁସରଣ କରିଥାନ୍ତି। କାରଣ ଅଭିନେତା ଅଭିନେତ୍ରୀ ମାନଙ୍କ ଜୀବନଶୈଳୀ ସାଧାରଣ ଲୋକଙ୍କ ଠାରୁ ସମ୍ପୂର୍ଣ୍ଣ ଭିନ୍ନ। ସେମାନଙ୍କ ରିଲ ଲାଇଫ ଓ ସେମାନଙ୍କ ରିଅଲ ଲାଇଫ କଣ ସବୁ ଘଟଣା ଘଟି ଯାଉଛି ତାହା ଜାଣିବା ପାଇଁ ଅନେକ ଦର୍ଶକ ଖୁବ୍ ଆଗ୍ରହ ପ୍ରକାଶ କରିଥାନ୍ତି।
ତେବେ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଅଭିନେତ୍ରୀଙ୍କ ବାବଦରେ କହିବାକୁ ଯାଉଛୁ ଯିଏକି ନିଜର ଦମଦାର ଅଭିନୟ ପାଇଁ କେବଳ ଓଲିଉଡ଼ରେ ନୁହେଁ ବରଂ ବଲିଉଡ୍ ରେ ମଧ୍ୟ ରାଜ କରୁଛନ୍ତି।ସେମିତି ଜଣେ ଲୋକପ୍ରିୟ ଅଭିନେତ୍ରୀ ହେଉଛନ୍ତି ଅଭିନେତ୍ରୀ ପ୍ରକୃତି ମିଶ୍ର।ତେବେ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କୁ ଆପଣ ମାନେ ବେଶ୍ ଭଲ ଭାବରେ ଜାଣି ଥିବେ। ନିଜର ଅଭିନୟକୁ ପାଇଁ ପ୍ରକୃତି ମିଶ୍ର ଯେତିକି ଲୋକପ୍ରିୟ ତା ଠାରୁ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ମଧ୍ୟ ସେତିକି ଚର୍ଚ୍ଚିତ।
ତେବେ ପୁଣିଥରେ ହଟ୍ ଲୁକ୍ ରେ ନଜର ଆସିଛନ୍ତି ପ୍ରକୃତି ମିଶ୍ର। ଯାହାର ଫୋଟ ଏବଂ ଭିଡିଓ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି। ତେବେ ନିଜର ଲୁକସ୍ କୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି ପ୍ରକୃତି। ତେବେ ପ୍ରକୃତି ଶିଶୁ କଳାକାର ଭାବେ ଅଭିନୟ ଜଗତରେ ପାଦ ରଖିଥିଲେ।ମାତ୍ର ୪ ବର୍ଷ ବୟସରେ ହି ସେ ଓଲିଉଡ଼ ସିନେମା ଜଗତରେ ଅଭିନୟ ଆରମ୍ଭ କରି ଥିଲେ। ଆଉ ଏହାପରେ ପ୍ରକୃତି ମିଶ୍ର ବଡ ପରଦାରେ ଅଭିନେତ୍ରୀ ଭାବେ ନଜର ଆସିଥିଲେ। ବର୍ତ୍ତମାନ ସମୟରେ ସେ ବଲିଉଡ୍ ସିନେମା ଓ ମେଗା ଧାରାବାହିକରେ ମଧ୍ୟ ନଜର ଆସିଛନ୍ତି।
ତେବେ ନିକଟରେ ଅଭିନେତ୍ରୀ ପ୍ରିୟା ଚୌଧୁରୀଙ୍କ ଘରକୁ ଆସିଥିଲେ ଅଭିନେତ୍ରୀ ପ୍ରକୃତି ମିଶ୍ର। ଆଉ ସମସ୍ତେ ମିଶି ଖୁବ୍ ଧୁମ୍ ଧାମରେ ପ୍ରିୟାଙ୍କ ଜନ୍ମଦିନକୁ ସେଲିବ୍ରେସନ୍ କରିଥିଲେ। ଆଉ ଏହି ପାର୍ଟି ରେ ହଟ୍ ଲୁକ୍ ରେ ନଜର ଆସିଥିଲେ ଅଭିନେତ୍ରୀ ପ୍ରକୃତି। ତେବେ ଆପଣ ମାନେ ଜାଣିଥିବେ କି ବର୍ତ୍ତମାନ ସମୟରେ ପ୍ରକୃତି ମୁମ୍ବାଇରେ ରହୁଛନ୍ତି। ଆଉ ସେ ବଲିଉଡ୍ ରେ କାମ କରୁଛନ୍ତି। ବର୍ତ୍ତମାନ ସମୟରେ ତାଙ୍କର ଏହି ହଟ୍ ଲୁକ୍ସର ଫୋଟ ଏବଂ ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି।
ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।