Odisha News Portal

ଦୀର୍ଘ 35 ବର୍ଷ ଏହି ଚାରୋଟି ରାଶିରେ ହେଲେ ପ୍ରସନ୍ନ ! ମୁହଁରୁ ବାହାରୁ ଥିବା କଥା ସତ ହେବାକୁ ଯାଉଛି ! ଏଥିରେ ଆପଣ ଙ୍କ ରାଶି ନାହିଁ ତ ?

0 115

ଆମ ହିନ୍ଦୁ ଶାସ୍ତ୍ର ଅନୁସାରେ ଶନି ଦେବଙ୍କୁ ନ୍ୟାୟର ଦେବତା ବୋଲି କୁହାଯାଇଥାଏ । ଶନିଦେବ ଯେତେବେଳେ କାହା ଉପରେ ଖୁସି ହୁଅନ୍ତି ତେବେ ସେହି ସମୟ ବହୁତ ଅଧିକ ଭଲ ହେବାକୁ ଲାଗିଥାଏ । ଶନିଦେବଙ୍କର ପ୍ରକୋପ ଯେତେ ଅଧିକ ପଡିଥାଏ ତାହାଠାରୁ ଅଧିକ ସେ ଲୋକ ମାନଙ୍କୁ ଖୁସି ଦେଇଥାନ୍ତି । ଶନିଦେବ କାହାର ଶତୃ ନୁହଁନ୍ତି ବରଂ ସେ ସମସ୍ତଙ୍କର ମିତ୍ର ଅଟନ୍ତି ।ସେ ନ୍ୟାୟ ପ୍ରିୟ ଦେବତା ଅଟନ୍ତି ଯିଏକି ପ୍ରତ୍ୟେକ ପ୍ରାଣୀ ସହିତ ସବୁବେଳେ ନ୍ୟାୟ କରିଥାନ୍ତି ଏବଂ ଯିଏ ଅନ୍ୟାୟ ପଥରେ ଥାଏ ତାଙ୍କୁ ଭଗବାନ ଶନିଦେବଙ୍କର ଦଣ୍ଡ ଭୋଗିବାକୁ ପଡିଥାଏ ଏବଂ ଯାହାକୁ ଆମେ ଶନି ଦଶା ପଡିଛି ବୋଲି କହିଥାଉ ।

ତେବେ ଆଗକୁ ଏପରି କିଛି ରାଶିର ବ୍ୟକ୍ତି ରହିଛନ୍ତି ଯେଉଁ ମାନଙ୍କ ଉପରେ ପ୍ରଭୁ ଶନି ଦେବଙ୍କ ର ଆଶୀର୍ବାଦ ପଡି ବାକୁ ଯାଉଛି। ତେବେ ଆସନ୍ତୁ ଜାଣିବା ସେହି ରାଶି ବିଷୟରେ।

1.ମେଷ ରାଶି

-ଏହି ରାଶିର ଭାଗ୍ୟ ଏବେ ଅଚାନକ ଭାବେ ଚମକିବାକୁ ଯାଉଛି । ଏହି ରାଶିର ଭାଗ୍ୟରେ ଅନେକ ଖୁସି ଆସିପାରେ ଏବଂ ଏମାନେ ବର୍ତ୍ତମାନ ସଫଳ ଜୀବନ ଅତିବାହିତ କରିବେ । ଏମାନଙ୍କ ଜୀବନରେ ଏବେ ଖରାପ ସମୟ ଶେଷ ହୋଇ ସାରିଛି ଏବଂ ଧନର ଆଗମନ ହେବେ । ଯାହା ଫଳରେ ଏହି ରାଶିକୁ ଏବେ କେବଳ ଲାଭ ହିଁ ଲାଭ ଦେଖିବାକୁ ମିଳିବ ।

2. ସିଂହ ରାଶି –

 

ଏମାନଙ୍କ ଜୀବନରୁ ଏବେ ଖରାପ ସମୟ ସମାପ୍ତ ହୋଇ ଯାଉଛି । ପ୍ରଭୁ ଶନିଦେବଙ୍କ କୃପା କାରଣରୁ ଆପଣଙ୍କର ଭଲ ସମୟ ଆସିବାକୁ ଯାଉଛି । ଏ ପର୍ଯ୍ୟନ୍ତ ଆପଣଙ୍କ ଜୀବନରେ ଯାହା ବି ସମସ୍ୟା ରହୁଥିଲା ତାହାର ଏବେ ଅନ୍ତ ହେବାକୁ ଯାଉଛୁ । ଶନିଦେବଙ୍କ ଶୁଭ ଦୃଷ୍ଟି ଆପଣଙ୍କ ଉପରେ ପଡିବା କାରଣରୁ ଆର୍ଥିକ ସମସ୍ୟା ଦୂର ହୋଇଯିବ । ଏହାସହିତ ଆପଣଙ୍କର ଧନଧାନ୍ୟର ବୃଦ୍ଧି ହେବାକୁ ଯାଉଛି ।

3.ଧନୁ ରାଶି –

ଆପଣଙ୍କ ଜୀବନରେ ଯାହା ବି ଆର୍ଥିକ ସମସ୍ୟା ଚାଲୁଥିଲା, ତାହା ଏବେ ଅନ୍ତ ହେବାର ଅଛି । ବ୍ୟାପାରି ମାନେ ଅଧିକ ଧନ ଲାଭ ହେବାର ଦେଖିପାରିବେ । ଚାକିରି ପାଇଁ ଅପେକ୍ଷାରେ ଥିଲେ ସେମାନଙ୍କୁ ଅଳ୍ପ ଦିନରେ ଭଲ ଚାକିରିଟିଏ ମିଳିପାରେ । ଆପଣଙ୍କର ଭଲ ସମୟ ଆସି ଯାଇଛି ।

4. ମକର ରାଶି –

ଆପଣଙ୍କର ଅଧୁରା ଇଚ୍ଛା ସବୁ ଏହି ସମୟରେ ପୂରଣ ହେବାକୁ ଲାଗିବ । ପ୍ରଭୁ ଶିନିଦେବ ବିଶେଷ କରି ଆପଣଙ୍କ ଉପରେ ଆଶିର୍ବାଦ ପ୍ରଦାନ କରିବେ । ବ୍ୟବସାୟରେ ମଧ୍ୟ ଚାରିଗୁଣା ଲାଭ ପ୍ରାପ୍ତ ହେବ ଏବଂ ଆର୍ଥିକ ସ୍ଥିତିରେ କ୍ରମଶଃ ଉନ୍ନତି ପରିଲକ୍ଷିତ ହେବ । ଅଚାନକ ଧନ ପ୍ରାପ୍ତି ହେବ । ଏହି ରାଶି ଥିବା ବ୍ୟକ୍ତିଙ୍କ ଜୀବନରେ କିଛି ଶୁଭ ପରିବର୍ତ୍ତନ ଆସିବାକୁ ଯାଉଛି । ଏହି ପରିବର୍ତ୍ତନରେ ଏମାନଙ୍କର ଜୀବନ ସଂମ୍ପୂର୍ଣ୍ଣ ବଦଳିଯିବ ।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।