Odisha News Portal

Intersting GK Quession -ଯାହାର ଉତ୍ତର ଦେବାରେ ୯୯% ଲୋକ ହେଲେ ଫେଲ, ବୁଦ୍ଧିମାନ ଲୋକ ହିଁ ଉତ୍ତର ଦେଇ ପାରିବ

ଆମେ ମାନେ ତ ଜାଣିଥିବା ଆଜି କାଲି ର ଦୁନିଆ କେତେ ମାତ୍ରା ରେ ଶିକ୍ଷିତ ହେଲାଣି।ଆଜି ର ଦୁନିଆରେ ଆଉ କେହି ବି ଅଶିକ୍ଷିତ ନାହାଁନ୍ତି, ଆମେ ଯଦି ଦେଖିବା ଆଜି କାଲି ଯିଏ ଅଟୋ ଚଲଉଥିବ ସିଏ ବି ଇଂରାଜୀ ରେ କଥା କହୁଥିବ। ତେବେ ଆଜି ର ଦୁନିଆରେ ପାଠ ପଢିବା, ଶିକ୍ଷିତ ହେବା ଖଣ୍ଡେ ଭଲ ଚାକିରି ପାଇବା ବହୁତ କଷ୍ଟ ହୋଇଗଲାଣି।

ତେବେ ଆମେ ମାନେ ଦେଖିବାକୁ ପାଉଥିବା ଯୁଆଡେ ଗଲାବେଳକୁ ଏବେ ସବୁଆଡେ ଲୋକ ମାନେ ଆମର ବୁଦ୍ଦି ର ପରୀକ୍ଷା କରୁଛନ୍ତି, ଯାହାର ଉତ୍ତର ଆମେ ମାନେ କେବଳ ବୁଦ୍ଧି ମାଧ୍ୟମରେ ହିଁ ଦେଇପାରିବା। ଆମେ ଯଦି କୌଣସି ଏକ ଜବ୍ ପାଇଁ ଏନ୍ଟ୍ରାନ୍ସ ଦେବାକୁ ଯାଉଛେ ତେବେ ସେଠାରେ ବି ଆମର ବୁଦ୍ଧି ର ପରୀକ୍ଷା କରୁଛନ୍ତି। ଆମ ମାନଙ୍କୁ ସେହି ସବୁ ର ଉତ୍ତର ଆମ ବୁଦ୍ଧି ସାହାର୍ଯ୍ୟ ରେ ହିଁ ଦେବାକୁ ପଡିଥାଏ।

ସେହି ସବୁ ପ୍ରଶ୍ନ ର ଉତ୍ତର ବହୁତ ମଜାଳିଆ ଅଟେ ଯାହାର ଉତ୍ତର ଖୋଜିବା ପାଇଁ ଆମ ମାନଙ୍କୁ ମଜା ମଧ୍ୟ ଲାଗିଥାଏ। ତାହାଲେ ଆପଣ ମାନେ ଜାଣି ପାରୁଥିବେ ଆମ ମାନଙ୍କ ପାଇଁ ଜେନେରାଲ୍ ନୋଲେଜ୍ ର କେତେ ଆବଶ୍ୟକତା ରହିଛି। ଆମେ ଆଜି ଆପଣ ମାନଙ୍କୁ ସେହିପରି କିଛି ଜେନେରାଲ୍ ନୋଲେଜ୍ ଏବଂ ତାର ଉତ୍ତର ସମ୍ପର୍କରେ କହିବୁ, ଯାହାକି ବହୁତ ମଜାଳିଆ ମଧ୍ୟ। ତେବେ ଆମ ଦେଶ ରେ ଅନେକ କିଛି ସ୍ଥାନ ରେ ଅନେକ୍ କିଛି ଜିନିଷ ରହିଛି,ଯାହା ଆମ ଦେଶ ର ଅଗ୍ର ଗତି ରେ ସାହାଯ୍ୟ କରେ,

ଯାହା ଜାଣିବା ଆମର ନିହାତି ଆବଶ୍ୟକ । ତେବେ ଏହା ଅନେକ ସମୟ ର୍ ଆମ କାମ ରେ ଆସି ଥାଏ। ତେବେ ଆଜି ଆମେ ମଜାଳିଆ କଥା ସମ୍ପର୍କ ରେ କିଛି ପ୍ରଶ୍ନ ଓ ଉତ୍ତର ଜାଣିବା।

1.କେଉଁ ଜିଲ୍ଲାର ପ୍ରଥମ ଓ ଶେଷ ଅକ୍ଷର କାଟିଲେ ଗୋଟିଏ ପକ୍ଷୀର ନାମ ହେବ ?
ଉତ୍ତର:- ଦେବଗଡ଼

2.ଦକ୍ଷ ରାଜାଙ୍କ ୨୭ ଜଣ କନ୍ୟାଙ୍କୁ ଏମାନଙ୍କ ମଧ୍ୟରୁ କିଏ ବିବାହ କରିଥିଲେ?
ଉତ୍ତର:- ଇନ୍ଦ୍ର

3.ବିଷ୍ଣୁଙ୍କ ଗଦାର ନାମ କଣ?
ଉତ୍ତର:- କୌମଦି

4.ସୋମନାଥ ମନ୍ଦିର ଭାରତର କେଉଁ ରାଜ୍ୟରେ ଅବସ୍ଥିତ?
ଉତ୍ତର:- ଗୁଜୁରାଟ

5.କୈଳାସ ମନ୍ଦିର କେଉଁ ଠାରେ ଅବସ୍ଥିତ?
ଉତ୍ତର:- ଏଲୋରା

6.ଗୀତାଞ୍ଜଳି ପୁସ୍ତକର ରଚନା କିଏ କରି ଥିଲେ?
ଉତ୍ତର:- ରବୀନ୍ଦ୍ର ନାଥ ଟାଗୋର

7.କବି ମଞ୍ଜୁଳ ଉପାଧି କେଉଁ କବିଙ୍କୁ ପ୍ରଦାନ କରା ଯାଇଛି?
ଉତ୍ତର:- କୃଷ୍ଣ ପ୍ରସାଦ ବସୁ

8.ଭାରତର ପ୍ରଥମ ଶାରୀରିକ ଅକ୍ଷମ ପର୍ବତରୋହି କିଏ?
ଉତ୍ତର:- ମନୀନ୍ଦ୍ର ପାଲ

9.ଦଣ୍ଡ ଓ ରପଣା ନୃତ୍ୟ ଓଡ଼ିଶାର କେଉଁ ଜିଲ୍ଲାରେ ପରିବେଷଣ କରା ଯାଏ?
ଉତ୍ତର:- ଗଞ୍ଜାମ

10.ମଣିପୁରୀ କେଉଁ ରାଜ୍ୟର ପ୍ରସିଦ୍ଧ ନୃତ୍ୟ?
ଉତ୍ତର:- ମଣିପୁର

11) ବାର ମାସରେ କେତୋଟି ପର୍ବ ?

ଉତ୍ତର – 13ଟି ପର୍ବ

ବନ୍ଧୁଗଣ, ଆଶା କରୁଛୁ ଆମର ଏହି ଆର୍ଟିକେଲଟି ଆପଣଙ୍କୁ ପସନ୍ଦ ଆସିଥିବ। ଯଦି ପସନ୍ଦ ଆସିବ ତେବେ ଲାଇକ ଏବଂ ସେୟାର କରିବାକୁ ଭୁଲିବେ ନାହିଁ । ଦୈନନ୍ଦିନ ଘଟୁଥିବା ଘଟଣାର ଖବର ସହିତ ଅପଡେଟ ରହିବା ପାଇଁ ପେଜ କୁ ଲାଇକ କରନ୍ତୁ ।