ବନ୍ଧୁଗଣ ସୋସିଆଲ ମିଡିଆରେ ଆପଣ ଅନେକ ପ୍ରକାରର ଭିଡିଓ ଭାଇରାଲ ହେଉଥିବାର ଦେଖିବାକୁ ପାଉଥିବେ। ଆଉ ତା ମଧ୍ୟରୁ କିଛି ଭିଡିଓ ଏମିତି ହୋଇଥାଏ ଯାହା ଦେଖିବାକୁ ବହୁତ୍ ଭଲ ଲାଗିଥାଏ, ଲୋକଙ୍କୁ ବହୁତ୍ ପସନ୍ଦ ଆସିଥାଏ। ସେହିପରି ପୁଣି ଏକ କୁନି ବାଳିକା ର ଭିଡିଓ ଏବେ ସାମ୍ନାକୁ ଆସିଛି। ଯେଉଁଥିରେ ସେ ଏତେ ଚମତ୍କାର ସଙ୍ଗୀତ ତାଙ୍କ କଣ୍ଠରେ ଗାଉଥିବାର ନଜର ଆସିଛନ୍ତି ଯାହାକୁ ଶୁଣିଲେ ଆପଣ ବି ହୋଇଯିବେ ଆଶ୍ଚର୍ଯ୍ୟ। ଏତେ ଚମତ୍କାର ଭାବରେ ସେ ଗୀତ କୁ ଗାଉଛନ୍ତି, ଯାହା ଶୁଣିବାକୁ ବହୁତ୍ ଭଲ ଲାଗୁଛି। ଆଉ ଏହାକୁ ଶୁଣି ଅନେକ ଲୋକ ବହୁତ୍ ପସନ୍ଦ କରିବା ସହ ସୁନ୍ଦର୍ ସୁନ୍ଦର୍ ପ୍ରତିକ୍ରିୟା ସବୁ ଦେଇଛନ୍ତି।
ଯାହାକୁ ଶୁଣି ବାସ୍ତବରେ ବହୁତ୍ ଖୁସି ଲାଗୁଛି। ଆପଣ ଜାଣିଛନ୍ତି ସଙ୍ଗୀତ ଆମ ଜୀବନର ଏକ ଅବଚ୍ଛେଦ୍ୟ ଅଙ୍ଗ ସଦୃଶ ଅଟେ। ଯେତେବେଳେ ବି ଆମେ ସଙ୍ଗୀତ ଶୁଣିବାକୁ ପାଉ ଆମ ମନ ଭିତରେ ଏକ ନୂତନ ଉନ୍ମାଦନା ସୃଷ୍ଟି ହୁଏ, ପୁଲକ ଖେଳି ଯାଇଥାଏ। ସଙ୍ଗୀତ ଆମ ନିରସ, କ୍ଳାନ୍ତ ଜୀବନରେ ରସ ଭରି ଦେଇଥାଏ। ଏହା ଆମକୁ ଏକ ମନୋରଂଜନ ର ସୁରାକ ଯୋଗାଇଥାଏ।କିନ୍ତୁ ଯେତେବେଳେ ଜଣେ କୁନି ପିଲାଟିଏ ଗୀତ ଗାଇଥାଏ, ତାର ସ୍ୱର ଅଧିକ ମଧୁର ଲାଗିଥାଏ ଶୁଣିବାକୁ ଏବଂ ଏହାକୁ ଶୁଣି ଆମେ ବହୁତ୍ ଖୁସି ହୋଇ ଯାଇଥାଉ।ବେଳେବେଳେ କିଛି ଏମିତି କୁନି ପ୍ରତିଭା ମାନଙ୍କୁ ଆମେ ଦେଖିବାକୁ ପାଇଥାଉ ଯାହା ଆମକୁ ବହୁତ୍ ଭଲ ଲାଗିଥାଏ।
ଯାହାକୁ ଦେଖି, ଶୁଣି ଏବଂ ଅନୁଭବ କରି ଆମେ ବହୁତ୍ ଖୁସି ମଧ୍ୟ ହେଉ। ସେମାନଙ୍କ ଅନେକ ପ୍ରତିଭା କୁ ଆପଣ ଅନେକ ସମୟରେ ସୋସିଆଲ ମିଡିଆରେ ଦେଖିବାକୁ ପାଉଥିବେ। ସେମାନଙ୍କ ଯେକୌଣସି ଗୀତ ଗାଉଥିବାର ଭିଡିଓ ହେଉ, ସେଥିରେ ଏକ ଭିନ୍ନ କୌତୁହଳ ଦେଖିବାକୁ ମିଳିଥାଏ। ତେଣୁ ଛୋଟ ପିଲା ମାନଙ୍କର ଗୀତ ଗାଇବା ର ଭିଡିଓ ଦେଖିବା ପାଇଁ ମନରେ ଏକ ଭିନ୍ନ ଆଗ୍ରହ ରହିଥାଏ। ଆମେ ସେମାନଙ୍କ କୁନି ପାଟିରେ ସେମାନଙ୍କ ସ୍ଵରକୁ ଶୁଣି ବହୁତ୍ ଖୁସି ହୋଇ ଥାଉ। ସେହିପରି ଏହି ଭିଡ଼ିଓରେ କୁନି ଝିଅଟି ସରକାରୀ ସ୍କୁଲ୍ ୟୁନିଫର୍ମ ପିନ୍ଧି ସଲମାନ୍ ଖାନ୍ ଙ୍କ ଲୋକପ୍ରିୟ ଗୀତ ଗାଉଥିବା ର ନଜର ଆସିଛନ୍ତି।
ଏହି ଗୀତଟି ହେଉଛି, ସୁପରହିଟ ହିନ୍ଦି ଗୀତ, କହିଁ ପ୍ୟାର ନା ହୋଯାଏ। ତାଙ୍କର ବୟସ ମାତ୍ର ୮ ବର୍ଷର ଅଟେ ଏବଂ ସେ ଛତିଶଗଡ଼ର ଅଟନ୍ତି।ଏହି ଭିଡିଓ କୁ ଜଣେ ଆଇପିଏସ୍ ଅଫିସର ସେୟାର କରିଥିବା ବେଳେ କ୍ୟାପସନ୍ ରେ ଲେଖିଛନ୍ତି ହ୍ୱାଟ ଏ ଲଭଲି ଭଏସ!ଏହି ଭିଡିଓ କୁ ଆପଣ ଦେଖିଲେ ଏଡ଼ାଇ ଯାଇ ପାରିବେ ନାହିଁ।ଏହି କୁନିଝିଅର ସ୍ୱରକୁ ଶୁଣିଲେ ଆପଣ ନିଶ୍ଚିତ ଖୁସି ହେବେ।
ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।